କର୍ପୋରେଟର ଅମରେଶ ଜେନା ଗିରଫ

ଭୁବନେଶ୍ୱର : ନାବାଳିକା ଗଣଦୁଷ୍କର୍ମ ମାମଲାରେ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଗିରଫ କରିଛି । ବାଲେଶ୍ୱରରୁ ଗିରଫ କରିଛି କମିଶନରେଟ୍‌ ପୋଲିସ । ଶନିବାର ଅମେରଶ ଜେନାଙ୍କ ୫ ଜଣ ସହଯୋଗୀକୁ ମଧ୍ୟ ଗିରଫ କରିଛି ପୋଲିସ ।

ଗତ ୨୪ ତାରିଖ ଦିନ ଲକ୍ଷ୍ମୀସାଗର ଥାନାରେ ଜଣେ ନାବାଳିକା ବିଜେଡ଼ି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ଅଭିଯୋଗ କରିଥିଲେ । ନାବାଳିକାଙ୍କୁ ଦୁଷ୍କର୍ମ କରିବା ସହ ଗର୍ଭପାତ କରିଥିବା ଅଭିଯୋଗ ଆସିଥିଲା । ଏହାପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ହେଲେ ଅମରେଶ ଜେନା ଫେରାର ହୋଇଯାଇଥିଲେ । କିନ୍ତୁ ପୋଲିସ ତଦନ୍ତ କରି ଅମରେଶ ଜେନାଙ୍କୁ ଫେରାର କରାଇବାରେ ସହଯୋଗ କରିଥିବା ୫ ସହଯୋଗୀଙ୍କୁ ଗିରଫ କରିଥିଲା ।ଶେଷରେ ରବିବାର ଦିନ ଅମରେଶ ଜେନାଙ୍କୁ ବାଲେଶ୍ୱର ନୀଳଗିରି ଅଞ୍ଚଳରୁ ପୋଲିସ ଗିରଫ କରିଛି ।

  • Related Posts

    ବିଜୟଙ୍କୁ ଭେଟିଲେ ଅମିତ ଶାହା

    ଚେନ୍ନାଇ: ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକରେ ଯୋଗଦେବା ପାଇଁ ଚେନ୍ନାଇରେ ପହଞ୍ଚିଥିବା ଗୃହମନ୍ତ୍ରୀ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ବିଜୟ ସ୍ୱାଗତ କରିଥିଲେ । ଗୃହମନ୍ତ୍ରୀ ଅମିତ ଶାହା…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

    ଭୁବନେଶ୍ୱର : ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ସହ ସଂସଦୀୟ କ୍ଷେତ୍ରର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ନେଇ ଆଲୋଚନା କରିଛନ୍ତି । ପୂର୍ବରୁ ଦିଆଯାଇଥିବା ୧୮ଟି ପ୍ରସ୍ତାବ ମଧ୍ୟରୁ ୧୧ଟି ପ୍ରକଳ୍ପର କାର୍ଯ୍ୟ ଚାଲିଥିବାରୁ ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ