କଲେଜ ପିଲା ପଢିବେ ସେୟାର ମାର୍କେଟ ପାଠ

ଭୁବନେଶ୍ଵର : କଲେଜ ପିଲା ପଢିବେ ସେୟାର ମାର୍କେଟ ପାଠ। କଲେଜ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ମ୍ୟୁଚୁଆଲ ଫଣ୍ଡ, ଇନ୍ୟୁରାନ୍ସ ଓ ଆର୍ଥିକ କାରବାରର ତାଲିମ। ଶେୟାର ମାର୍କେଟ, ବ୍ୟାଙ୍କିଙ୍ଗ, ଇନ୍ୟୁରାନ୍ସ ଓ ଆର୍ଥିକ କାରବାର କ୍ଷେତ୍ରରେ ଦକ୍ଷ ଓ ଚାକିରି ପାଇଁ ଛାତ୍ରଛାତ୍ରୀମାନଙ୍କୁ ପ୍ରସ୍ତୁତ କରିବା ତଥା ସେମାନଙ୍କ ରୋଜଗାର କ୍ଷମତା ବୃଦ୍ଧି କରିବା ପାଇଁ ଏଭଳି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ବିକମ୍, ବିବିଏ, ବିଏମଏସ, ବିଏ(ଅର୍ଥଶାସ୍ତ୍ର ଓ ବାଣିଜ୍ୟ), ଏମବିଏ ଓ ଏମକମ୍ ଭଳି ଶ୍ରେଣୀରେ ପଢ଼ୁଥିବା ପିଲାମାନଙ୍କୁ ୩୦ଘଣ୍ଟାର ଏକ ବ୍ୟବସାୟିକ ମ୍ୟୁଚୁଆଲ ଫଣ୍ଡ ସାର୍ଟିଫିକେଟ୍ କୋର୍ସ ପ୍ରଦାନ କରାଯିବ। ଏହାସହିତ ସେମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଏନଆଇଏସଏମ୍ ସାର୍ଟିଫିକେସନ୍ ପରୀକ୍ଷା ପାଇଁ ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ କରାଯିବ। ପ୍ରଥମ ପର୍ଯ୍ୟାୟରେ ରାଜଧାନୀ ଭୁବନେଶ୍ୱର ସମେତ ବ୍ରହ୍ମପୁର, ଭଦ୍ରକ, ଢେଙ୍କାନାଳ, ଜୟପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ରାଉରକେଲା ଓ ସମ୍ବଲପୁର ଆଦି ସହରର ୧୦୦କିମି ମଧ୍ୟରେ ଥିବା ଚିହ୍ନଟ ୯୭ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଏହି ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡ଼ିଛି।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ