ମାଲକାନଗିରି,02/09: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି। ଯେଉଁଥିପାଇଁ ସାଧାରଣ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି। ଯେଉଁଥିପାଇଁ ସାଧାରଣ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି
ଭୁବନେଶ୍ବର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।…