କାଳବୈଶାଖୀ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ମୟୂରଭଞ୍ଜ ଯିବେ ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବିଶେଷ କରି ଉତ୍ତର ଓଡିଶାରେ ତାଣ୍ଡବ ରଚିଛି କାଳବୈଶାଖୀ । ବ୍ୟାପକ କ୍ଷୟକ୍ଷତି ହୋଇଛି । ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏହି ଗସ୍ତ ସମୟରେ ସେ ଜିଲ୍ଲାର ବିଭିନ୍ନ ସ୍ଥାନରେ ବୁଲି କାଳବୈଶାଖୀ କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିବେ । କାଳବୈଶାଖୀ ବର୍ଷାରେ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି । ଏଥିରେ ୩୫୦ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥବା ବେଳେ ୧୧ଟି କଚ୍ଚାଘର ଭାଙ୍ଗିରୁଜି ଯାଇଛି। ୨୯୫ ଟି କଚ୍ଚା ଘର ଆଂଶିକ ଭାବେ ନଷ୍ଟ ହୋଇଥିବା ବେଳେ ୪ଗୋଟି ଗାଈ ଗୁହାଳ ଘର ନଷ୍ଟ ହୋଇଛି । ଏହାବ୍ୟତୀତ କୁଆପଥର ବର୍ଷା ଯୋଗୁଁ ଫସଲ ନଷ୍ଟ ହୋଇଛି।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ