କାହାର ହେବ ସେ ସବୁଜ ମୁକୁଟ, ମୁଖିଆ ଦେଉ ନାହାନ୍ତି କାହାକୁ ଗୁରୁତ୍ଵ :ଶ୍ରୀମୟୀ

ଭୁବନେଶ୍ୱର: ପୁଣି ସୋସିଆଲ୍ ମିଡିଆରେ ବିଜେଡିକୁ କଟାକ୍ଷ କଲେ ଶ୍ରୀମୟୀ ମିଶ୍ର । ସୁଜାତା କାର୍ତ୍ତିକେୟନ ପାଣ୍ଡିଆନଙ୍କ ଏଣ୍ଟ୍ରିକୁ ନେଇ ପ୍ରଶ୍ନ ଉଠାଇଲେ ଶ୍ରୀମୟୀ । ସେହିପରି ବିଜେଡିର ଉତ୍ତରାଧିକାରୀ ଟଣାଓଟରାକୁ ନେଇ ମଧ୍ୟ ଆକ୍ଷେପ କରିଛନ୍ତି ଶ୍ରୀମୟୀ ମିଶ୍ର ।

ଦଳରେ ପାଣ୍ଡିଆନଙ୍କ ହସ୍ତକ୍ଷେପକୁ ବିଜେଡିର ବିଦ୍ରୋହୀ ଗୋଷ୍ଠୀଙ୍କ ବିରୋଧ । ଲୁଚିଛପି ନୁହେଁ ଖୋଲାଖୋଲି ଭୋଜି କରି ନେତୃତ୍ବକୁ ଚ୍ୟାଲେଂଜ ଦେଇଥିବା ବେଳେ ପୂର୍ବତନ ନେତ୍ରୀ ଶ୍ରୀମୟୀ ମିଶ୍ର କଟାକ୍ଷ କରିଛନ୍ତି । କାହାର ନାଁ ନ ନେଇ କବିତା ମାଧ୍ୟମରେ ସେ ଲେଖିଛନ୍ତି, ମୁଖିଆ କାହାକୁ ଦେଉନାହାନ୍ତି ଗୁରୁତ୍ବ । କିଏ ହେବ ମୁଖିଆ ବିଜେଡିର ମୁଖିଆ କାହାକୁ ସବୁଜ ସଙ୍କେତ ଦେଉ ନାହାନ୍ତି । ଅଧିକାର ସାବ୍ୟସ୍ତ ପାଇଁ ଚାଲିଛି ବହୁତ ଟଣାଓଟରା । କିଏ କାହା ଟିମରେ, କିଏ ଦେବ ଧରା ତାକୁ ନେଇ ଚାଲିଛି ଛକାପଞ୍ଝା । କାହାର ହେବ ସେ ସବୁଜ ମୁକୁଟ। ମୁଖିଆ ଦେଉ ନାହାନ୍ତି କାହାକୁ ଗୁରୁତ୍ଵ ବୋଲି କହି ସଙ୍କେତ ନାମକ କବିତା ଲେଖି ଶ୍ରୀମୟୀ ପୋଷ୍ଟ କରିଛନ୍ତି ।

  • Related Posts

    ସର୍ଭେ ରିପୋର୍ଟ :ତାମିଲନାଡୁରେ ପୁଣି ଥରେ ବାଜି ମାରିବ ଡିଏମ୍‌କେ ମେଣ୍ଟ

    ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଅନୁଷ୍ଠିତ ହେବ ଭୋଟ୍ ଗ୍ରହଣ। ତା’ପୂର୍ବରୁ ଆସିଥିବା ଦୁଇଟି ସର୍ଭେ ରିପୋର୍ଟ କହୁଛି ଯେ ପୁଣି ଥରେ ବାଜି ମାରିବ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମ୍‌କେ ମେଣ୍ଟ। ଲୋକ୍ ପୋଲ୍‌…

    Continue reading
    ଆଜି ଆସାମ ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆସାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସାମର ଜୋରହାଟ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସୋନାରି ଓ ମରିୟାନି ବିଧାନସଭା କ୍ଷେତ୍ରରେ ଦୁଇ ଦିନ ଧରି ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନ ପ୍ରଚାର କରିବେ । ରବିବାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ