କୁକୁର କାମୁଡ଼ାରେ ଦୁଇ ମୃତ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଚିଞ୍ଚେଡ଼ ଗାଁରେ ଅଭାବନୀୟ ଘଟଣା । କୁକୁର କାମୁଡ଼ାରେ ଚାଲିଗଲା ଦୁଇ ଜୀବନ । ମୃତ ବ୍ୟକ୍ତି ଜଣେ ହେଲେ ହୃଷିକେଶ ରଣା ଓ ଅନ୍ୟ ଜଣେ ୩୩ ବର୍ଷ ଭିନ୍ନକ୍ଷମ ଯୁବକ ଜିଗେନ୍ଦ୍ର ଛାତ୍ରିଆ ବୋଲି ଜଣାପଡିଛି । ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଚିଞ୍ଚେଡ ଗାଁରେ ଦୁଇ ଜଣ ଯୁବକଙ୍କୁ କୁକୁର କାମୁଡ଼ି ଥିଲା । ଏହାପରେ ଉଭୟଙ୍କୁ ଚିକିତ୍ସା ନିମନ୍ତେ ବଲାଙ୍ଗୀର ଭିମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ଗୁରୁତରଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ସେଠାରେ ଉଭୟଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଭିନ୍ନକ୍ଷମ ଥିବା ସୂଚନା ରହିଛି । ମୃତ ବ୍ୟକ୍ତି ହୃଷିକେଶ ରଣା ( ୪୮ ବର୍ଷ ) ଓ ଅନ୍ୟ ଜଣେ ହେଉଛନ୍ତି ୩୩ ବର୍ଷୀୟ ଭିନ୍ନକ୍ଷମ ଯୁବକ ଜିଗେନ୍ଦ୍ର ଛାତ୍ରୀଆ ବୋଲି ଜଣାପଡିଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ