କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍

ଭୁବନେଶ୍ବର: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍ । କୁମ୍ଭୀର ଆକ୍ରମଣକୁ ରୋକିବା ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ ହୋଇଛି । ଏ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି ।

ମନ୍ତ୍ରୀ କହିଛନ୍ତି, ନଦୀ ତଟରେ ବ୍ଲାକ୍ ସ୍ପଟ୍ ଚିହ୍ନଟ କରାଯିବା ସହ ବ୍ୟାରିକେଡ୍ କରାଯିବ । ଏହାସହ ସତର୍କତା ସାଇନ୍ ବୋର୍ଡ ଲାଗିବ । ଯେଉଁ ସ୍ଥାନରେ କୁମ୍ଭୀରଙ୍କ ଗତିବିଧି ଅଧିକ ରହୁଛି ସେ ସ୍ଥାନରେ ସରକାର ଅଧିକ ସତର୍କତା ଅବଲମ୍ବନ କରିବେ । କେନ୍ଦ୍ରାପଡ଼ା ଓ ଜଗତସିଂପୁରରେ ଅଧିକ ବ୍ଲାକ୍ ସ୍ପଟ୍ ଚିହ୍ନଟ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।  ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ  ବାସଭବନରେ…

    Continue reading
    ଆଜିଠୁ ସପ୍ତାହେ ଯାଏ ବର୍ଷା

    ଭୁବନେଶ୍ୱର:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ