କେଜ୍ରିୱାଲଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ ଗୃହ ମନ୍ତ୍ରଣାଳୟର ଅନୁମତି

ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ ଗୃହ ମନ୍ତ୍ରଣାଳୟ ଅନୁମତି ଦେଇଛି। ଅର୍ଥ ହେରଫେର ସହ ଜଡ଼ିତ ମାମଲାରେ କେଜ୍ରିୱାଲଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି ଦିଆଯାଇଛି। ଏହାପୂର୍ବରୁ ଗତ ବର୍ଷ ନଭେମ୍ବର ମାସରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ, ଜଣେ ଲୋକ ସେବକଙ୍କ ବିରୋଧରେ ମକଦ୍ଦମା ଚଳାଇବା ପାଇଁ ପ୍ରାଧିକରଣଙ୍କଠାରୁ ମଞ୍ଜୁରୀ ନେବାକୁ ପଡ଼ିବ। ସୂଚନାଯୋଗ୍ୟ, ମଦ ଦୁର୍ନୀତିରେ ଅରବିନ୍ଦ କେଜ୍ରିୱାଲଙ୍କୁ ମାଷ୍ଟରମାଇଣ୍ଡ ତଥା କିଙ୍ଗପିନ୍ ଦର୍ଶାଇଥିଲା ଇଡି।

  • Related Posts

    ମୁଁ ନିର୍ବାଚନରେ ​​ ଲଢ଼ିବାକୁ ଚାହୁଁ ନାହିଁ: କେ ଆନ୍ନାମଲାଇ

    ଚେନ୍ନାଇ: ଭାରତୀୟ ଜନତା ପାର୍ଟି ପକ୍ଷରୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ପୂର୍ଣ୍ଣାଙ୍ଗ ତାଲିକା ପ୍ରକାଶ କରାଯାଇଥିଲା। ତାଲିକାରେ କେ ଆନ୍ନାମଲାଇଙ୍କ ନାମ ନଥିଲା। ଏନେଇ ଆନ୍ନାମଲାଇ ନୀରବତା ଭାଙ୍ଗିଛନ୍ତି। ସେ ଶନିବାର ସ୍ପଷ୍ଟ କରିଛନ୍ତି, ତାମିଲନାଡୁରେ…

    Continue reading
    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ