କେବଳ ଅହଂକାର ପାଇଁ ପରାଜୟ ହେଲା

କଟକ : ସୌମ୍ୟରଞ୍ଜନ ପଟ୍ଟନାୟକଙ୍କର ପୁଣି ବିସ୍ଫୋରକ ବୟାନ । ପୂର୍ବ ସରକାର ମାନେ ବିଜେଡିକୁ ପୁଣି ଥରେ ଟାର୍ଗେଟ କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ । ପରୋକ୍ଷରେ ବିଜେପି ଏବଂ ବିଜେଡିକୁ ଆକ୍ଷେପ କରି କହିଛନ୍ତି ଏହି ପୂର୍ବତନ ବିଧାୟକ ।
ସେ କହିଛନ୍ତି ଯେ, ଓଡ଼ିଆ ଅସ୍ମିତା ପାଇଁ ସରକାର ପରିବର୍ତ୍ତନ ହୋଇନାହିଁ । କେବଳ ଅହଂକାର ପାଇଁ ଆମର ପରାଜୟ ହେଲା । ବିଜେଡି ବନ୍ଧୁମାନେ ଏବେ ବୁଝିବା ଦରକାର । ଅହଂକାରକୁ ଦୂରେଇ ଦେଇଥିଲେ ହୁଏତ ଆମେ ଏଭଳି ପରାଜୟ ଦେଖିବାକୁ ମିଳିନଥାନ୍ତା । ଓଡ଼ିଆ ଅସ୍ମିତାକୁ କେହି ବିପଦରେ ପକାଇ ପାରିବେନାହିଁ । ଓଡ଼ିଆ ଅସ୍ମିତାକୁ ଆମେ ଏପର୍ୟ୍ୟନ୍ତ ଅନୁଭବ କରିପାରୁନାହୁଁ ।

  • Related Posts

    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading
    ଦେବରାୟ କଲେଜରେ ନିର୍ବାଚନୀ ହିଂସା

    ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନ ନାମାଙ୍କନ ପୂର୍ବରୁ ହିଂସା। ପୂର୍ବ ଶତ୍ରୁତାରୁ ଦେବରାୟ କଲେଜରେ ନିର୍ବାଚନୀ ହିଂସା ଉପୁଜିଛି । ଗୁରୁବାର ସନ୍ଧ୍ୟାରେ କଲେଜ ମୁଖ୍ୟ ଫାଟକ ସାମ୍ନାରେ ୨ ଛାତ୍ରଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ବ୍ୟାଟ ଓ ହକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ