କୋଟିଆ ଯିବେ ବିଜେଡି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ବର : ଶୁକ୍ରବାର ବିଜେଡିର ଏକ ପ୍ରତିନିଧି ଦଳ କୋଟିଆ ଯିବ। ଆନ୍ଧ୍ରପ୍ରଦେଶ ପକ୍ଷରୁ କୋଟିଆରେ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପର ବିରୋଧ କରିବା ଉଦ୍ଦେଶ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ପ୍ରତିନିଧିମଣ୍ଡଳୀ କୋଟିଆ ପଞ୍ଚାୟତ ଗସ୍ତ କରିବ ।

ଏହି ଟିମ୍ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରି ବର୍ତ୍ତମାନର ସ୍ଥିତି ସମ୍ପର୍କରେ ବିସ୍ତୃତ ରିପୋର୍ଟ ନବୀନଙ୍କୁ ପ୍ରଦାନ କରିବେ । ଏହି ପ୍ରତିନିଧିମଣ୍ଡଳୀରେ ପୂର୍ବତନ ସାଂସଦ ଝିନ୍ନ ହିକକା, ମନୋହର ରନ୍ଧାରୀ, ଜଗନ୍ନାଥ ସାରକା, ରବି ନାରାୟଣ ନନ୍ଦ, ପ୍ରଦୀପ ମାଝୀ, ରମେଶ ମାଝୀ ପ୍ରମୁଖ କୋଟିଆ ଯିବେ।

  • Related Posts

    ରବିବାର ଆସିବେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ୱର: ରବିବାର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଖୋର୍ଦ୍ଧାରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗ୍ରୀନ୍ ଫିଲ୍ଡ୍ ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥାର ଉଦଘାଟନ କରିବେ । ତେଣୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସଜେଇ ହେଉଛି ଆରବିଆଇ ଗ୍ରୀନ୍…

    Continue reading
    ବିଜେପି ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ, ଭିଡ ତନ୍ତ୍ର ହଟାଅ ଅଭିଯାନ

    ଦେବଗଡ଼:ବିଜେପି ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ, ଭିଡ ତନ୍ତ୍ର ହଟାଅ ଅଭିଯାନ ଆଜି ଠାରୁ ଅର୍ଥାତ ୨୨ ଅକ୍ଟେବାର ରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ କଂଗ୍ରେସ ଏବଂ ବିଭିନ୍ନ ବି‌ରୋଧୀ ଦଳ ନିର୍ବାଚନ ଆୟୋଗ ଓ ବିଜ‌େପି ସରକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି