କୋରାପୁଟ ବସ୍‌ଷ୍ଟାଣ୍ଡରେ ହେଲା ଛୁରା ମାଡ଼

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଲିଖିତ ଏତଲା ପ୍ରଦାନ କରାଯାଇଛି। ଏତଲା ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଫେରାର ଥିବାରୁ ତାଙ୍କୁ ଖୋଜା ଚାଲିଛି।

  • Related Posts

    State-wide fire safety mock drill on March 28

    Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…

    Continue reading
    Heatwave Worries: Outdoor Activity Banned 11 a.m. to 3 p.m.

    Bhubaneswar, 23/03/2026: Odisha govt bans outdoor work from 11 AM to 3 PM in heatwave advisory Anticipating a rise in temperatures in April and a heightened risk of heatwave-related illnesses,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ