କ୍ୟାବିନେଟ: ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬କୋଟି ଟଙ୍କା

କେନ୍ଦୁଝରର ପ୍ରସିଦ୍ଧ ଘଟଗାଁ ମା’ ତାରଣୀ ମନ୍ଦିର ଓ ପାରିପାଶ୍ୱିର୍କ ବିକାଶ ପାଇଁ ରାଜ୍ୟ ସରକାର ମୋଟ ୨୨୬କୋଟି ଟଙ୍କା ଖର୍ଚ୍ଚ କରିବେ । ଏନେଇ ପ୍ରସ୍ତୁତ ଡିପିଆରକୁ ସରକାର ମଞ୍ଜୁର କରିବା ସହ ମୋଟ ୫୯.୨୦୬ ଏକର ପରିମିତ ଅଞ୍ଚଳରେ ଏହି ଉନ୍ନତିମୂଳକ କାର୍ଯ୍ୟକୁ ୨୪ ମାସ ଭିତରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୧୬ ଶଯ୍ୟା ବିଶିଷ୍ଟ ଯାତ୍ରୀ ନିବାସ ନିର୍ମାଣ ସହ ତୀର୍ଥଯାତ୍ରୀ କେନ୍ଦ୍ର, ନଡ଼ିଆ ଭଣ୍ଡାର ଓ ୫୦୦ ଲୋକ ବସିବା ଭଳି ପ୍ରସାଦସେବନ ପ୍ରକୋଷ୍ଠ, ଜିନିଷ ରଖିବା ଘର ଆଦି ନିର୍ମାଣ ହେବ। ମା’ଙ୍କ ପୀଠକୁ ଦେଶର ଏକ ପ୍ରମୁଖ ଧାର୍ମିକ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ