ଖର୍ଚ୍ଚକାଟ ପାଇଁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର,୨୧/୦୫/୨୦୨୬:ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଧାନମନ୍ତ୍ରୀ ନିକଟରେ ନିବେଦନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ମୁଖ୍ୟମନ୍ତ୍ରୀ ତାଙ୍କ କାର୍‌କେଡ୍‌’ର ଗାଡ଼ିସଂଖ୍ୟା ଅଧା କରିଥିବା ବେଳେ ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ କମ୍ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ ଏକ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଇଛନ୍ତି । ଏହି ନିର୍ଦ୍ଦେଶାବଳୀ, ରାଜ୍ୟ ସଚିବାଳୟ ଠାରୁ ଆରମ୍ଭ କରି ସମସ୍ତ ସରକାରୀ ବିଭାଗର ଉପଖଣ୍ଡ, ତହସିଲ, ବ୍ଲକ୍‌ସ୍ତର ସହିତ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଉଦ୍ୟୋଗ, ସଂସ୍ଥା, ବିଶ୍ୱବିଦ୍ୟାଳୟ, ସମିତି ମାନଙ୍କରେ କଡ଼ାକଡ଼ି ଅନୁପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ