ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

କୋରାପୁଟ: ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ଟାସ୍କ ଫୋର୍ସ ଗଠନ ହୋଇଛି । ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ୱ ଦେଉନଥିଲେ, ଆମ ସରକାର ସବୁ ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦେଉଛନ୍ତି । ରତ୍ନଗର୍ଭା କୋରାପୁଟର ବିକାଶ ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ । ୭୬୨କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ ହୋଇଛି । ବିଶେଷ କରି ୪ଟି ବର୍ଗ-ଗରିବ, ମହିଳା, କୃଷକ, ଯୁବକଙ୍କ ବିକାଶକୁ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

    ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ