ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ ।ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ  କେନ୍ଦୁଝର ଗସ୍ତ ଅବସରରେ ସୁଭଦ୍ରା ଟଙ୍କା ପାଇନଥିବା ଆବେଦନକାରୀ କାଳି ପୂଜା ବେଳକୁ ଏହା ପାଇଯିବେ ବୋଲି  କହିଥିଲେ ।।

  • Related Posts

    ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

    ଭୁବନେଶ୍ୱର: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ ଭୁବନେଶ୍ୱର କ୍ଲବ ନିକଟରେ ତାଙ୍କୁ ପଛରୁ ଧକ୍କା ଦେଇଥିଲା ବସ୍‌। କ୍ୟାପିଟାଲ ଥାନା…

    Continue reading
    ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ

    ଭୁବନେଶ୍ବର : ଖରାକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ । ସମସ୍ତ ସରକାରୀ, ବେସରକାରୀ ସ୍କୁଲ ପାଇଁ ଏହା ଲାଗୁ କରାଯାଇଛି। ସ୍କୁଲରେ ସକାଳୁଆ ପାଠପଢା ପାଇଁ ନିର୍ଦେଶ ଦିଆଯାଇଛି। ସକାଳ ସାଢେ ୬ ଟାରୁ ସାଢେ ୧୦ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ