ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି। ଏମିତିକି କିଛି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଲାଣି। ଏଥିପାଇଁ ସରକାର ସକାଳୁଆ ସ୍କୁଲ ପାଇଁ ଚିନ୍ତା କରୁଛନ୍ତି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗକୁ ଖରାର ପ୍ରକୋପ ଅସହ୍ୟ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ପାଇଁ ନିଷ୍ପତ୍ତି ନିଆଯିବ। ତେବେ କେବେ ସ୍କୁଲରେ ସକାଳୁଆ ପାଠପଢ଼ା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ବିପର୍ୟ୍ୟୟ ପରିଚାଳନା ବିଭାଗର ଅଧିକାରୀମାନେ ସ୍ଥିତିକୁ ଦେଖି ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ