ଖୋଲିଲା ୪୬ ମିଶ୍ରଣ ସ୍କୁଲ

ଭୁବନେଶ୍ୱର: ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ରେ ସର୍ବାଧିକ ୨୨ ଟି ଥିବା ବେଳେ ଦେଓଗଡ଼ରେ ୧୦ ଟି ବରଗଡ଼ ରେ ୭ ଟି , ଯାଜପୁରରେ ୪ ଟି ଓ ଖୋର୍ଦ୍ଧା ରେ ୩ ସ୍କୁଲ ରହିଛି । ୭ ହଜାର ୭୫୧ ସ୍କୁଲ ମିଶ୍ରଣ ନେଇ ଅନୁମୋଦନ ମିଳିଥିବା ବେଳେ ୫ ହଜାର ୬୩୦ ସ୍କୁଲ ମିଶ୍ରଣ ହୋଇଛି । ମିଶ୍ରଣ ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ