ଗୁରୁବାର ବିଜେଡିରେ ମିଶିବେ ସୁଜାତା!

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ଗୁରୁବାର ସୁଜାତା କାର୍ତ୍ତିକେୟନ ବିଜୁ ଜନତା ଦଳ ବା ବିଜେଡିରେ ମିଶିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ବୁଧବାର ବରିଷ୍ଠ ବିଜେଡି ନେତାଙ୍କ ସହ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଲୋଚନା କରିବା ପରେ ଏ ନେଇ ଚର୍ଚ୍ଚା ଜୋର ଧରିିଛି ।ଆସନ୍ତାକାଲି ନବୀନ ପଟ୍ଟନାୟକ ଶଙ୍ଖଭବନରେ ଏନେଇ ଏକ ବଡ଼ ଘୋଷଣା କରିପାରନ୍ତି । ସୁଜାତା ନିଜେ ଶଙ୍ଖଭବନରେ ଉପସ୍ଥିତ ରହି ବିଜେଡିର ସଦସ୍ୟତା ଗ୍ରହଣ କରିପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି ।
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ଗୁରୁବାର ସୁଜାତା କାର୍ତ୍ତିକେୟନ ବିଜୁ ଜନତା ଦଳ ବା ବିଜେଡି ମିଶିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ବୁଧବାର ବରିଷ୍ଠ ବିଜେଡି ନେତାଙ୍କ ସହ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଲୋଚନା କରିବା ପରେ ଏ ନେଇ ଚର୍ଚ୍ଚା ଜୋର ଧରିିଛି ।ଆସନ୍ତାକାଲି ନବୀନ ପଟ୍ଟନାୟକ ଶଙ୍ଖଭବନରେ ଏନେଇ ଏକ ବଡ଼ ଘୋଷଣା କରିପାରନ୍ତି । ସୁଜାତା ନିଜେ ଶଙ୍ଖଭବନରେ ଉପସ୍ଥିତ ରହି ବିଜେଡିର ସଦସ୍ୟତା ଗ୍ରହଣ କରିପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି ।

ନିକଟରେ ବିଜେଡି ନେତା ମନ୍ମଥ ରାଉତରାୟ କହିଥିଲେ ଯେ ସୁଜାତା ପାଣ୍ଡିଆନ ବିଜୁ ଜନତା ଦଳକୁ ଆସୁଛନ୍ତି । ସୁଜାତା ବିଜେଡିକୁ ଆସୁଛନ୍ତି । ଏହା ଶତପ୍ରତିଶତ । କିନ୍ତୁ ଆମେ ଚାହୁଁଛୁ, ଯେତେ ଜଲଦି ସେ ଆସିବେ । ସୁଜାତା ବିଜେଡିକୁ ଜଲଦି ଜଲଦି ଆସିଲେ ଅତ୍ୟନ୍ତ ଖୁସି ହେବୁ । ତାଙ୍କୁ ରେଡ କାରପେଟରେ ସ୍ୱାଗତ କରିବୁ । ସେ ପଦବୀ ନେବେ ନାହିଁ କି ଉତ୍ତରାଧିକାରୀ ହେବେ ନାହିଁଁ । ସାଧାରଣ କର୍ମୀଭାବେ ସୁଜାତା ଓଡ଼ିଶାର ବିକାଶ ପାଇଁ କାମ କରିବେ ବୋଲି ବିଜେଡି ନେତା ମନ୍ମଥ ରାଉତରାୟ କହିଥିଲେ ।

ସେହିପରି ସେ କହିଥିଲେ ଯେ ସମସ୍ତଙ୍କ ଇଚ୍ଛା ସୁଜାତା ଆସନ୍ତୁ । ତାଙ୍କ ଜ୍ଞାନ ଏ ସରକାରଙ୍କୁ ଦୋହଲାଇ ଦେବ । ବିଜେଡିରେ ସୁଜାତାଙ୍କ ଏଣ୍ଟି୍ର ନେଇ ଦଳୀୟ ସଭାପତି ନବୀନ ପଟ୍ଟନାୟକ ରାଜି ଥିଲେ । କିନ୍ତୁ ସୁଜାତା ରାଜି ନଥିଲେ । ଏବେ ସୁଜାତା ରାଜି ହୋଇଯାଇଛନ୍ତି । ନକରାତ୍ମକ ପ୍ରଚାର ନେଇ ସୁଜାତାଙ୍କ ମନୋବଳ କମିଛି,ନିଷ୍ପତ୍ତିରେ ବିଳମ୍ବ । ସୁଜାତା ବିଜେଡିକୁ ଆସିଲେ କିଛି ଅସନ୍ତୁଷ୍ଟ ହେବେ, କିନ୍ତୁ ବହୁ ଲୋକଙ୍କ ମନୋବଳ ବଢ଼ିବ ବୋଲି ବିଜେଡି ନେତା ମନ୍ମଥ ରାଉତରାୟ କହିଥିଲେ ।

  • Related Posts

    bjp focus on gen-z ଜେନ ଜିଙ୍କୁ ସାଙ୍ଗରେ ଧରି ଆଗେଇବ ବିଜେପି

    ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଜେନ୍-ଜିଙ୍କୁ ନେଇ ଚର୍ଚ୍ଚା ଜୋର । ସବୁ ରାଜନୈତିକ ଦଳ ଜେନ-ଜିଙ୍କୁ ନିଜ ସପକ୍ଷରେ ରଖିବା ପାଇଁ ଆରମ୍ଭ କରି ଦେଇଛନ୍ତି କସରତ । ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ ଗୋଟିଏ ପାଦ ଆଗକୁ ଯାଇ…

    Continue reading
    ବିଜୁ ଜନତା ଦଳର ଏସସି ସେଲ୍ ପୁନର୍ଗଠିତ

    ଭୁବନେଶ୍ବର : ବିଜୁ ଜନତା ଦଳ ପକ୍ଷରୁ ଦଳର ଅନୁସୂଚିତ ଜାତି (SC) ସେଲ୍କୁ ନୂତନ ଭାବେ ପୁନର୍ଗଠିତ କରାଯାଇଛି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନୂତନ ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଛି । ଦଳର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ