ଚୋରା କୋଇଲା ଖଣି : ସୁନ୍ଦରଗଡ଼ରେ ଏସ୍‌ଆଇଟି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଚୋରା କୋଇଲା ଖଣି ଦୁର୍ନୀତିର ତଦନ୍ତ ପାଇଁ ପହଞ୍ଚିଲା ଭିଜିଲାନ୍ସ ଏସ୍‌ଆଇଟି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଗୋପାଳପୁର ଫରେଷ୍ଟ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଥିବା ଚୋରା କୋଇଲା ଖଣିର ତଦନ୍ତ କରିବ ଏସ୍‌ଆଇଟି । ଗୋପାଳପୁର ଫରେଷ୍ଟ ରେଞ୍ଜର ତେଲନଡିହି, ରତନସରା, ଭୋଗ୍ରାକଛାର, ଜାମକାନି ଜଙ୍ଗଲରେ ଥିବା ଚୋରା କୋଇଲା ଖଣି ଗ୍ରାଉଣ୍ଡରେ ପହଞ୍ଚି ଏସ୍‌ଆଇଟି ତଦନ୍ତ ଆରମ୍ଭ କରିଛି ।

ଏହିସବୁ ଚୋରା କୋଇଲା ଖଣିରୁ ବର୍ଷ ବର୍ଷ ଧରି ମାଫିଆ ମାନେ ବେଆଇନ ଭାବେ ଚୋରା ଖଣି କରି କୋଇଲା ଚାଲାଣ କରୁଥିଲେ । ଏ ନେଇ ଖବର ପ୍ରସାରିତ ହେବା ପରେ ରାଜ୍ୟ ସରକାରଙ୍କ ଖଣି ବିଭାଗର ସ୍ବତନ୍ତ୍ର ଟିମ୍ ତଦନ୍ତ କରିବା ସହ ଖଣି ମନ୍ତ୍ରୀ, ଜଙ୍ଗଲ ପରିବେଶ ବିଭାଗ ମନ୍ତ୍ରୀ ଗ୍ରାଉଣ୍ଡକୁ ଆସି ତଦନ୍ତ କରି ଫେରିବା ପରେ ଏହି ଦୁର୍ନୀତିର ତଦନ୍ତ ପାଇଁ ଭିଜିଲାନ୍ସ କରିବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ବୁଧବାର ଏସ୍‌ଆଇଟି ସୁନ୍ଦରଗଡ଼ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

  • Garvita Odia

    Related Posts

    ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର

    ଚନ୍ଦନେଶ୍ୱର: ସୈତାନ ସାଜିଲା ବାପା । ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା । ପୁଅ ଓ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ଏଭଳି ଘଟଣା ଘଟିଛି ।…

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    କୋରାପୁଟ : ପଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳ ଭଣ୍ଡାରକୁ ଡେଇଁ ଦୁଇ ପ୍ରେମୀ ଯୁଗଳ ଆତ୍ମହତ୍ୟା । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କ ମୃତଦେହ ଜଳଭଣ୍ଡାରରୁ ଉଦ୍ଧାର କରିଛି। ନନ୍ଦପୁର ବ୍ଲକ ର ଅତଣ୍ଡା ଗ୍ରାମ ପଞ୍ଚାୟତର ଯୁକ୍ତ ଦୁଇ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !