ଛାତ ସେଣ୍ଟ୍ରିଙ୍ଗ ଭୁଶୁଡି ଦୁଇ ଶ୍ରମିକ ମୃତ

ଆସ୍କା : ଗଞ୍ଜାମ ଜିଲ୍ଲା ଆସିକା ଥାନା କର୍ପୁର ନୂଆଗାଁରେ ଅଘଟଣ । ଛାତ ସେଣ୍ଟ୍ରିଙ୍ଗ ଭୁଶୁଡି ଦୁଇ ଶ୍ରମିକ ମୃତ । ମୃତକମାନେ ହେଲେ ଭେଟନଈ ଗ୍ରାମର ନିରଞ୍ଜନ ମହାନ୍ତି ଓ ବାଲିମାଳା ଗ୍ରାମର ଖାଦାଳ ସେଠୀ ।

କର୍ପୁର ନୂଆଗାଁରେ ଗୋଟିଏ ନିର୍ମାଣାଧିନ ଘର ଛାତର ସେଣ୍ଟ୍ରିଙ୍ଗ ଉଭୟ ଖୋଲୁଥିଲେ । ଏହି ସମୟରେ ସେଣ୍ଟ୍ରିଙ୍ଗ ଭୁଶୁଡି ପଡିଥିଲା। ଲୁହାରଡ଼, ପଟା ଓ ଅନ୍ୟାନ୍ୟ ଜିନିଷ ସେମାନଙ୍କ ଉପରେ ପଡି ଯାଇଥିଲା । ଫଳରେ ଉଭୟ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଚିକିତ୍ସା ନିମନ୍ତେ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ