ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ ମହାପାତ୍ର।୨୦୧୭ରେ ଜଗା ବଳିଆଙ୍କ ଅପରେସନ୍ ଦିଲ୍ଲୀ ଏମ୍ସରେ କରିଥିଲେ ଡାକ୍ତର ମହାପାତ୍ର। ଜଗା ଓ ବଳିଆର ସଫଳ ଅସ୍ତ୍ରୋପଚାର କରିଥିଲେ ଡାକ୍ତର ମହାପାତ୍ର ଓ ତାଙ୍କ ଟିମ୍। ଏବେ ଜଗା ସୁସ୍ଥ ହେଇଥିଲେ ବି ମୁଣ୍ଡରେ ହେଲମେଟ୍ ଲାଗିଛି।
ମୁଣ୍ଡରୁ ହେଲମେଟ୍ ସବୁ ଦିନ ପାଇଁ ବାହାରିବା ପାଇଁ ଦ୍ବିତୀୟ ଅସ୍ତ୍ରୋପଚାର ଆବଶ୍ୟକ ବୋଲି ସେ କହିଛନ୍ତି। ସେହିପରି ଗତକାଲି ବି ଜଗାଙ୍କ ମାଆ ପୁଅର ଦ୍ବିତୀୟ ଅପରେସନ୍ ପାଇଁ ଅପେକ୍ଷା କରିଥିବା କହିଥିଲେ।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ବଂଶଧାରା ନଦୀ ଜଳ ବଣ୍ଟନ ମାମଲାରେ ଓଡ଼ିଶାକୁ ଝଟ୍‌କା

    ଭୁବନେଶ୍ଵର : ବଂଶଧାରା ନଦୀ ଜଳ ବଣ୍ଟନ ମାମଲାରେ ଓଡ଼ିଶାକୁ ଝଟ୍‌କା। ଆନ୍ଧ୍ରର ଦାବିକୁ ସ୍ଵୀକାର କରି କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟର ଗେଜେଟ ନୋଟିଫିକେଶନ। ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ମିଳିଲା ଅନୁମତି। ବଂଶଧାରା ନଦୀ ଜଳ ବଣ୍ଟନ ନେଇ ବହୁବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ