ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏକ ଜରୁରୀ ବୈଠକ ଡାକିଛନ୍ତି । ଏନେଇ ଲୋକସେବା ଭବନରେ ଜରୁରୀ ବୈଠକ ଆରମ୍ଭ ହୋଇଛି । ବୈଠକରେ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଓ ବିଭୂତି ଜେନାଙ୍କ ସମେତ ଅନ୍ୟ ମନ୍ତ୍ରୀ ଓ ଅଧିକାରୀ ଉପସ୍ଥିତ ଥିବା ଜଣାଯାଇଛି ।

ପ୍ରକାଶ ଯେ ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ପରେ ସମୂହ ଛୁଟିରେ ଓଏଏସ୍ ଅଧିକାରୀ । ଯାହାର ପ୍ରଭାବ ଆଜି ଦେଖିବାକୁ ମିଳିଛି । ଅଫିସ୍‌ରେ ନାହାନ୍ତି ଅଫିସର । ସବୁ ଅଫିସ୍‌ ଏବେ ଖାଁ ଖାଁ । ଅଫିସ୍‌ ଆଗରେ ଲୋକଙ୍କ ଗହଳି ଲାଗିଥିବା ବେଳେ ଶାସନ ବ୍ୟବସ୍ଥା ଠପ୍ ହୋଇପଡ଼ିଛି । ଫଳରେ ଲୋକେ ନିରାଶ ହେଉଛନ୍ତି। ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ କାର୍ପଟଦାରଙ୍କ ଗିରଫ ଦାବି କରିଛି ଓଏଏସ୍‌ ସଂଘ। ଆଜି ସୁଦ୍ଧା କାର୍ପଟଦାରଙ୍କୁ ଗିରଫ କରି କାର୍ୟ୍ୟାନୁଷ୍ଠାନ ନନେଲେ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଓଏଏସ୍ ସଂଘ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ