ଜାଣନ୍ତୁ ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର: ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ କରିବେ ସେ ନେଇ ତାଲିକା ଜାରି ହୋଇଛି। । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କେନ୍ଦୁଝରରେ। କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସମ୍ବଲପୁରରେ ସୁରେଶ ପୂଜାରୀ, ବଲାଙ୍ଗୀରରେ ମନ୍ତ୍ରୀ ରବି ନାଏକ, କଳାହାଣ୍ଡରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ କୃଷ୍ଣଚନ୍ଦ୍ର ପାତ୍ର। ପୁରୀରେ ପୃଥ୍ବୀରାଜ ହରିଚନ୍ଦନ, ସୁନ୍ଦରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୂତି ଭୂଷଣ ଜେନା, ଭଦ୍ରକରେ କୃଷ୍ଣଚନ୍ଦ୍ର ମହାପାତ୍ର , ନବରଙ୍ଗପୁରରେ ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁରରେ ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳରେ ପ୍ରଦୀପ ବଳସାମନ୍ତ, ରାୟଗଡ଼ାରେ ଗୋକୁଳାନନ୍ଦ ମଲ୍ଲିକ୍‌ ମୟୂରଭଞ୍ଜରେ ପତାକା ଉତ୍ତୋଳନ କରିବେ ସମ୍ପଦ ଚନ୍ଦ୍ର ସ୍ବାଇଁ।

  • Related Posts

    ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ଭାରତୀୟ ରେଳପଥରେ ଅଗ୍ରଣୀ ପୂର୍ବ ତଟ ରେଳପଥ

    ଭୁବନେଶ୍ୱର:ଡ୍ରୋନ୍ ଆଧାରିତ ନିରୀକ୍ଷଣ କ୍ଷେତ୍ରରେ ପୂର୍ବ ତଟ ରେଳପଥ ଭାରତୀୟ ରେଳପଥ ମଧ୍ୟରେ ଅଗ୍ରଣୀ ସ୍ଥାନ ହାସଲ କରିଛି। ବର୍ତ୍ତମାନ ଏହାର ତିନୋଟି ମଣ୍ଡଳରେ ୧୧ଟି ଡ୍ରୋନ୍ ନିୟୋଜିତ ହୋଇଥିବାବେଳେ, ମାର୍ଚ୍ଚ ୨୦୨୭ ସୁଦ୍ଧା ଏହି ସଂଖ୍ୟା ୨୨କୁ ବୃଦ୍ଧି କରିବାକୁ…

    Continue reading
    ଏଥର ଦଶହରା ପାଗ ଶୁଖିଲା

    ଭୁବନେଶ୍ବର : ମାଲାକ୍କା ସମୁଦ୍ର ସନ୍ଧି ପ୍ରଣାଳୀ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୯.୪କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଅଞ୍ଚଳରେ ପହଞ୍ଚିବ। ଆସନ୍ତା ୧୩ତାରିଖ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ