ଜାତୀୟ କ୍ରୀଡ଼ା ଦିବସ ପାଳିତ

ଦେବଗଡ଼: ଜିଲ୍ଲା ପ୍ରଶାସନ, ଜିଲ୍ଲା କ୍ରୀଡ଼ା ବିଭାଗ ଓ ଜିଲ୍ଲା କ୍ରୀଡ଼ା ସଂସଦ ପକ୍ଷରୁ ସ୍ଥାନୀୟ ଇନ୍‌ଡୋର ଷ୍ଟାଡିୟମରେ ଆଜି ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଜିଲ୍ଲା କ୍ରୀଡ଼ା ଅଧିକାରୀ ହେମନ୍ତ ସିଂହଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟଅତିଥି, ଅତିରିକ୍ତ ଏସ୍‌ପି ଧିରଜ ଚୋପଦାର, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା, ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ଜିଲ୍ଲା କ୍ରୀଡ଼ା ସଂସଦର ଉପସଭାପତି ସତ୍ୟ ନାରାୟଣ ମିଶ୍ର, ବରିଷ୍ଠ କ୍ରୀଡ଼ାବିତ ହେମନ୍ତ ମହାପାତ୍ର, ଜାତୀୟ ହକି ଖେଳାଳି ୱିଲସନ ମିଞ୍ଜ, ଜିଲ୍ଲା କ୍ରୀଡ଼ା ସଂସଦର ସମ୍ପାଦକ ଧୀରେନ୍ଦ୍ର ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଏହାପରେ ଏକ ଶପଥପାଠ କରାଯାଇଥିଲା। କାର୍ଯ୍ୟକ୍ରମରେ ମାର୍କଣ୍ଡେଶ୍ବର ଶତପଥୀ, ପ୍ରଭାସ ମିଶ୍ର, ସୁଧୀର ଦାସ, ଡିଲେଶ୍ବର ପ୍ରଧାନ, ପ୍ରଫୁଲ୍ଲ ନାୟକ, ଏମ୍‌ଡି ନସିର ଖାନ୍, ପଦ୍ମିନୀ ଦାଶ ମହାପାତ୍ର, ଡିଲେଶ୍ୱର ସ୍ୱାଇଁ, ଲୁଥାର ଟପ୍ନୋ, ସୁବାସ ଭୋଇ, ପ୍ରଦୀପ ବେହେରା, କିଶୋର ରାୟ, ଦୀପକ ଏକ୍କା, ବେଲାସ ଏକ୍କାଙ୍କ ସମେତ ବହୁ କ୍ରୀଡ଼ାବିତ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଡିଆଇପିଆର୍‌ଓ ମନୋରଞ୍ଜନ ସୂତାର ପରିଚାଳନା କରିଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସଂସ୍କୃତ ଦିବସ ସପ୍ତାହ ପାଳିତ

    ସଂସ୍କୃତ ଭାଷାର ସୁରକ୍ଷା ଓ ପ୍ରଚାର ଉପରେ ଗୁରୁତ୍ୱାରୋପ ରାଇକିଆ, ୩୧।୮: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ସଂସ୍କୃତ ଦିବସ ସପ୍ତାହ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ସଂସ୍କୃତ ଭାଷାର ଗୁରୁତ୍ୱ,…

    Continue reading
    ଲଘୁଚାପଜନିତ ବର୍ଷାରେ ରାଇକିଆ ବେହାଲ

    ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ, ଯାତାୟାତ ପ୍ରଭାବିତ ରାଇକିଆ-୩୧-୨୬-କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଲାଗିରହିଛି। କେତେବେଳେ ଝିପିଝିପି ବର୍ଷା ତ ଆଉ କେତେବେଳେ ପ୍ରବଳ ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ