ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ଦେବଗଡ:ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଜି ବାରକୋଟ ବ୍ଲକର କଣ୍ଢଳ ନୋଡାଲ ଉଚ୍ଚ ବିଦ୍ୟାଳୟରେ ସୁରକ୍ଷିତ ଶୈଶବ ଅଭିଯାନ ପାଇଁ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୃଜନ ସାରସ୍ୱତ,ଅତିରିକ୍ତ ଏସପି ଧୀରଜ ଚୋପଦାର,ଆଇନଜୀବୀ ଜୟନ୍ତ କିଶୋରେ ମହାନ୍ତି,ସୁରକ୍ଷା ଅଧିକାରୀ ଚିନ୍ମୟ ସ୍ବାଇଁ,ଚାଇଲଡ ହେଲପଲାଇନର ସଂଯୋଜକ ଲିଙ୍ଗରାଜ ପ୍ରଧାନ ଅତିଥି ଭାବେ ଯୋଗ ଦେଇ ପୋକ୍ସୋ ଆକ୍ଟ ତଥା‌ ବିଭିନ୍ନ ଶିଶୁ ସୁରକ୍ଷା ଆଇନ ସଂପର୍କରେ ଆଲୋକପାତ କରିଥିଲେ।କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ତପନ ପ୍ରଧାନ ପରିଚାଳନା କରିଥିଲେ। ଏଥିରେ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

  • Related Posts

    ଗଞ୍ଜାମକୁ ଅତିରିକ୍ତ ୨୦ କୋଟି ଟଙ୍କା ରିଲିଫ୍ ସହାୟତା

    ବ୍ରହ୍ମପୁର: ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଓ ବ୍ୟାପକ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

    Continue reading
    ୨୦୨୭ର ସରକାରୀ ଛୁଟି ତାଲିକା ଜାଣନ୍ତୁ

    ଭୁବନେଶ୍ୱର: ଆସନ୍ତା ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି  ତାରିଖ ପ୍ରକାଶ ପାଇଛି । ପର୍ବପର୍ବାଣୀ, ସ୍ମରଣୀୟ ଦିବସ ପାଇଁ ରାଜ୍ୟର ସମସ୍ତ  ସରକାରୀ କାର୍ଯ୍ୟାଳୟ ଏବଂ ରାଜସ୍ୱ ଓ ମ୍ୟାଜିଷ୍ଟେରିଆଲ୍‌ କୋର୍ଟ (କାର୍ଯନିର୍ବାହୀ)  ପାଇଁ ଛୁଟି ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି