ଜୁନ ୧ରୁ ବଢିବ ତାତି

ଭୁବନେଶ୍ବର: ବର୍ଷାରୁ ମିଳିବ ଆସ୍ବସ୍ତି ,ଖୁବଶୀଘ୍ର ହେବ ପାଗରେ ପରିବର୍ତ୍ତନ । ରାଜ୍ୟରେ କମିବ ବର୍ଷାର ପରିମାଣ,ବଢିବ ତାପମାତ୍ରା । ଆସନ୍ତାକାଲି ଠାରୁ ଓଡ଼ିଶାରେ କୌଣସି ପାଣିପାଗ ସତର୍କତା ନାହିଁ । ଲଘୁଚାପ ପ୍ରଭାବ ହଟିବା ପରେ ଏଣିକି କମିବ ବର୍ଷା । ଆସନ୍ତା ୧ ତାରିଖରୁ ବର୍ଷାର ପରିମାଣ କମିବ । ଆଗାମୀ ଦୁଇ ଦିନ ପରଠୁ ବଢିବ ତାପମାତ୍ରା । ୨ ରୁ ୪ଡିଗ୍ରୀ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,”ମୌସୁମୀ ଛୁଇଁବା ପରେ ରାଜ୍ୟରେ ବିଗତ ସାତ ଦିନ‌ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଏବେ ଲଗାଣ ବର୍ଷାରେ ଲାଗିବ ବ୍ରେକ । ଏନେଇ ଆଗକୁ ସେଭଳି ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ମୋସୁମୀ ଜନିତ ବର୍ଷା ପରିମାଣ ମଧ୍ୟ ସେଭଳି‌ ଦେଖିବାକୁ ମିଳିବ ନାହିଁ ।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ