ଜୟପୁର ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ବର ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ କୋରାପୁଟର ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ତଥା ଭାରପ୍ରାପ୍ତ ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏପର୍ୟ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି।
ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି। ଏପର୍ୟ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    କେନାଲରୁ ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର

    ରାଜନଗର : କେନାଲରୁ ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର। ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ବଡକୋଲହା ଗାଁରେ ଏହି ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ଘର ପାଖ କେନାଲରୁ ତାଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ନାବାଳିକା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ