ଟଳିଲା ସଙ୍କଟ : ୟୁପିରୁ ଓଡିଶାକୁ ଆସିଲା ଆଳୁ

ଭୁବନେଶ୍ବର: ଟଳିଲା ଆଳୁ ସଙ୍କଟ ୟୁପିରୁ ଆସିଲା ଆଳୁ । ବହୁ କସରତ ପରେ ଶେଷରେ ଓଡିଶାରେ ପହଞ୍ଚିଲା ୟୁପି ଆଳୁ । ତେବେ ଆଳୁ ପହଞ୍ଚିବା ପରେ ଆଳୁ ଦର କମିବା ନେଇ ସମ୍ଭାବନା ରହିଛି । ଉତ୍ତରପ୍ରଦେଶରୁ ଆସିଛି ଆଳୁ। ହେଲେ ଟ୍ରେନରେ ନୁହେଁ ଟ୍ରକରେ ଆସିଛି ଆଳୁ। ଆଇଗିଣିଆକୁ ଆସିଛି ୧୦ଟି ଆଳୁ ଗାଡ଼ି। ୧୦ ସୁଦ୍ଧା ଆହୁରି ଗାଡି ଆସିବ ବୋଲି ଜଣାପଡ଼ିଛି। ଆଜି ସକାଳୁ କିଛି ଆଳୁ ଟ୍ରକ ଆସି ପହଞ୍ଚିଛି। ଆଇଗିଣିଆ ଆଳୁ ଗୋଦାମରେ ଆଳୁ ଅନଲୋଡ ହେଉଛି।

ତେବେ ସରକାରଙ୍କ ଦ୍ଵାରା କେତେ ଆଳୁ ଟ୍ରକ୍ ଆସିଛି ତାହା ଜଣା ପଡ଼ିନାହିଁ। ପଶ୍ଚିମବଙ୍ଗରୁ ମଧ୍ୟ କିଛି ଗାଡି ଆସିଥିବା ଜଣାପଡିଛି।ଓଡ଼ିଶା ବ୍ୟବସାୟୀ ମହାସଂଘ ମହାସଚିବ ସୁଧାକର ପଣ୍ଡାଙ୍କ ସୂଚନା ଅନୁଯାୟୀ ଆଜି ୬୦ରୁ୭୦ ଟ୍ରକ ଆଳୁ ରାଜ୍ୟକୁ ଆସିବ। ଏହା ପ୍ରଭାବରେ ଆଜି ଆଳୁ ରେଟ୍ କମିବା ନେଇ ସମ୍ଭାବନା ରହିଛି।

  • Related Posts

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହାର ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ…

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ପ୍ରଦାନ କରାଯିବ । ତେବେ ଶହେ କି ଦୁଇ ଶହ ନୁହେଁ ରାଜ୍ୟରେ ଅବସର…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’