ଟ୍ରକକୁ ଧକ୍କା ଦେଲା ବସ୍, ୨୦ ଯାତ୍ରୀ ଆହତ

ଖଲ୍ଲିକୋଟ : ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପତ ଲଙ୍ଗଳେଶ୍ୱର ନିକଟରେ ଏକ ଟ୍ରକକୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍‌ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛରେ ଧକ୍କା ହୋଇଥିଲା ।ଦୁର୍ଘଟଣା ପରେ ବସ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ଓ ହେଲ୍ପର ଫେରାର ହୋଇଯାଇଥିଲେ କ୍ଷ ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି କ୍ଷ ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅନ୍ୟ ଏକ ବସ ଯୋଗେ ସମସ୍ତଙ୍କୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି କ୍ଷ

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ