ଡର୍ମ୍ପିଂୟାର୍ଡରେ ସ୍କୁଲ ୟୁନିଫର୍ମ

କୋରାପୁଟ: ରାଜ୍ୟ ସରକାର ପିଲାମାନଙ୍କୁ ୟୁନିଫର୍ମ ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍‌ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଡର୍ମ୍ପିଂୟାର୍ଡରେ ଫିଙ୍ଗାଯାଉଛି। ଏପରି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ବୈପାରିଗୁଡ଼ାରେ।

ବୈପାରୀଗୁଡ଼ାଠାରୁ ୨ କିମି ଦୂରରେ ଥିବା ଏକ ଡମ୍ପିଂୟାର୍ଡରେ ସ୍କୁଲ ଓ ଅଙ୍ଗନଓ୍ବାଡି ପିଲାଙ୍କ ଲକ୍ଷାଧିକ ଟଙ୍କାର ୟୁନିଫର୍ମ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ଏସବୁ ପିଲାମାନଙ୍କୁ ନ ବାଣ୍ଟି କିଏ କାହିଁକି କେଉଁ ଉଦ୍ଦେଶ୍ୟରେ ଫିଙ୍ଗିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଏହାର ତଦନ୍ତ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା।

  • Related Posts

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    Leave a Reply

    Your email address will not be published. Required fields are marked *

    You Missed

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ