ଡାକ୍ତରାଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର AIIMS ଡାକ୍ତରାଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଡୁମୁଡୁମାସ୍ଥିତ ଭଡ଼ାଘରୁ ମୃତଦେହକୁ ଉଦ୍ଧାର କଲା ଖଣ୍ଡଗିରି ଥାନା ପୁଲିସ। ମୃତକ କର୍ଣ୍ଣାଟକର ଦିବ୍ୟା ଭି. ଓ ସେ AIIMS ଜୁନିଅର ରେସିଡେଣ୍ଟ ଭାବେ କାମ କରୁଥିଲେ। କିଛି ଦିନ ହେବ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଦିବ୍ୟା ମାନସିକ ଅବସାଦରେ ରହୁଥିଲେ। ବିଦ୍ୟା ଓ ତାଙ୍କ ପୁରୁଷ ବନ୍ଧୁ ମିଶି ଗୋଟାଏ ଘରେ ରହୁଥିଲେ।

ଗତକାଲି ପୁରୁଷ ବନ୍ଧୁ ଡ୍ୟୁଟି ଯାଇଥିବା ବେଳେ ବିଦ୍ୟା ଘରେ ଏକାକୀ ଥିଲେ। ପୁରୁଷ ବନ୍ଧୁ ଡ୍ୟୁଟିରୁ ଫେରି କବାଟ ବାଡେଇଲା ପରେ ବିଦ୍ୟା ଖୋଲି ନଥିଲେ, ପରେ ସେ କବାଟ ଭାଙ୍ଗି ଦେଖିଲା ବେଳେ ଦିବ୍ୟାଙ୍କ ମୃତଦେହ ଝୁଲୁଥିଲା। ଖଣ୍ଡଗିରି ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସେପଟେ ଆଜି ପରିବାର ଲୋକଙ୍କ ଉପସ୍ଥିତିରେ ବିଦ୍ୟାଙ୍କ ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣା ପଡ଼ିଛି।

  • Related Posts

    ପାଠ୍ୟପୁସ୍ତକରେ ଭୁଲ୍‌କୁ ନେଇ ମୁଖ୍ୟମନ୍ତ୍ରୀ ଗମ୍ଭୀର, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ…

    Continue reading
    ରାଇକିଆ ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବଣିକ ସଂଘର ନୂତନ ପରିଚାଳନା ସମିତି ଗଠନ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ଲେଙ୍କାଙ୍କ ଦ୍ୱାରା ଗତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ