ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

ଭୁବନେଶ୍ୱର : ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ରେ ହେବ ବ୍ୟାଘ୍ର ପ୍ରକଳ୍ପ। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ପକ୍ଷରୁ ମିଳିଲା ଅନୁମତି। ବିଶେଷଜ୍ଞ କମିଟିର ସ୍ଥିତି ଅନୁଧ୍ୟାନ ପରେ ନିଷ୍ପତ୍ତି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସରେ ପିସିସିଏଫ୍ ପ୍ରେମ୍‌ କୁମାର ଝା ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ଗୋଟିଏ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ସେ କମିଟି ଡେବ୍ରିଗଡ଼ ଯାଇ ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବ। କେଉଁ ଅଞ୍ଚଳରେ ଏବଂ କେତେ ଜାଗାରେ ପ୍ରକଳ୍ପ ହେବ । ଯଦି ପ୍ରକଳ୍ପ ପ୍ରତିଷ୍ଠା ହୁଏ ତେବେ କି ପଦକ୍ଷେପ ନିଆଯିବ । ତା’ ଉପରେ ନିଷ୍ପତ୍ତି ପରେ ଆମେ ଆଗେଇବୁ । କେନ୍ଦ୍ର ସରକାରଙ୍କ ଚିଠି ପରେ ଏବେ ଡେବ୍ରିଗଡ଼ରେ ବାଘ ପ୍ରକଳ୍ପ କରିବା ନେଇ ବିଭାଗ ଯୋଜନା କରାଯାଉଛି।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ‘ସ୍ୱଦେଶ ଦର୍ଶନ ୨.୦’ ଅଧୀନରେ ଡେବ୍ରିଗଡ଼ ଅଭୟାରଣ୍ୟ ସାମିଲ ହୋଇଛି । ଏହାର ବିକାଶ ଉପରେ ଭାରତ ସରକାର ଗୁରୁତ୍ୱ ଦେଉଛନ୍ତି ।

  • Garvita Odia

    Related Posts

    ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

    ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଏନେଇ ଆସନ୍ତା ୭ ତାରିଖ ଦିନ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ନାମାଙ୍କନର ଶେଷ ତାରିଖ ରହିଛି ।୨୨ ତାରିଖ ଯାଞ୍ଚ ହେବାକୁ ଥିବାବେଳେ ଅଗଷ୍ଟ ୨୫…

    ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,୨ ଜଣ ଏକ୍ସପର୍ଟ ଦେବା ପାଇଁ ଜଈଓକୁ ସରକାର ଚିଠି ଲେଖିଛନ୍ତି। ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ଏହି…

    Leave a Reply

    Your email address will not be published. Required fields are marked *

    You Missed

    ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

    ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

    ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

    ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

    ଥାନାରେ ହାଜର ହେଲେ ଓଏଏସ ସାର୍ଥକ

    ଥାନାରେ ହାଜର ହେଲେ ଓଏଏସ ସାର୍ଥକ

    ଏଲପିଜି ଗ୍ୟାସ ସିଲିଣ୍ଡର ଦାମ୍‌ରେ ହ୍ରାସ

    ଏଲପିଜି ଗ୍ୟାସ ସିଲିଣ୍ଡର ଦାମ୍‌ରେ ହ୍ରାସ

    ପରିସ୍ରା ପିଆଇବା ମାମଲା: ପିଅନ ଗିରଫ

    ପରିସ୍ରା ପିଆଇବା ମାମଲା:  ପିଅନ ଗିରଫ

    ଶନିବାର ଟ୍ରିବ୍ୟୁନାଲରେ ମହାନଦୀ ଶୁଣାଣି

    ଶନିବାର ଟ୍ରିବ୍ୟୁନାଲରେ ମହାନଦୀ ଶୁଣାଣି