ଦନ୍ତାର ମୃତଦେହ ଠାବ

ଦେବଗଡ଼: ଦେବଗଡ ଜିଲା ରିଆମାଳ ବନାଞ୍ଚଳ ପଳସମା ସେକ୍ସନ କୋହ୍ଲବସା ପଞ୍ଚାୟତ ଅନ୍ତର୍ଗତ ଚିରଗୁଣିକୁଦର ଗ୍ରାମରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଚିରଗୁଣିକୁଦର ନୁଆଁକଟାଠାରେ ଶୁକ୍ରବାର ଏକ ଦନ୍ତାହାତୀ ମୃତ୍ୟୁ ଘଟିଥିବା ଜନସାଧାରଣ ଦେଖିଥଲେ। ସେମାନେ ବନବିଭାଗକୁ ଖବର ଦେଇଥିଲେ। ଖବରପାଇ ରେଞ୍ଜର ନିରଞ୍ଜନ ଧରୁଆ ପହଞ୍ଚି ତଦନ୍ତ କରିଥିଲେ। ପରେ ପରେ ଡିଏଫଓ ରଶ୍ମି ଜି, ଏସିଏଫ ସ୍ବାଧୀନତା ସାହାଣୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସେହିପରି ବନବିଭାଗ ସହ ସାଇଣ୍ଟିଫିକ ଟିମ,ବିଦ୍ୟୁତ ବିଭାଗ ପହଞ୍ଚି ପରୀକ୍ଷାନିରୀକ୍ଷା କରୁଥବା ଜଣାପଡିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବ୍ୟବଚ୍ଛେଦ ଓ ସାଇଣ୍ଟିଫିକ ରିପୋର୍ଟ ଆସିବା ପରେ ଜଣାପଡିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ