ଦନ୍ତାହାତୀର ମୃତଦେହ ଠାବ

ଅନୁଗୁଳ: ଅନୁଗୁଳ ବନଖଣ୍ଡ ଅନୁଗୋଳ ରେଞ୍ଜ ପୁପୁଣ୍ଡା ନିକଟରେ ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀଟିକୁ ଆନୁମାନିକ ୨୦ବର୍ଷ ହୋଇଥିବା ସୂଚନା ଦେଇଛି ବନବିଭାଗ।ଗତକାଲି ହାତୀଟିକୁ ପୁପୁଣ୍ଡା ଅଞ୍ଚଳରେ ଠାବ କରାଯାଇଥିବା ବେଳେ ଆଜି ସକାଳେ ସେ ମରି ପଡ଼ିଥିବା ଦେଖିବାକୁ ପାଇଥିଲେ ବନବିଭାଗ କର୍ମଚାରୀ। ଏ ନେଇ ସେମାନେ ତୁରନ୍ତ ବନଖଣ୍ଡ ଅଧିକାରୀଙ୍କୁ ଅବଗତ କରିଥିଲେ।

ହାତୀଟିର ଶରୀରରେ ତିନିଟି ସ୍ଥାନରେ କ୍ଷତ ଦେଖିବାକୁ ମିଳିଥିବା ବେଳେ କେଉଁ କାରଣରୁ ତା’ର ମୃତ୍ୟୁ ଘଟିଛି, ସେ ନେଇ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହୋଇପାରିବ ବୋଲି ଅନୁଗୋଳ ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ