ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

କଟକ : ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା । ରେଭେନ୍ସା ବାଳିକା ବିଦ୍ୟାଳୟ ଛାତ୍ରୀନିବାସରେ ଘଟିଛି ଘଟଣା । ଛାତ୍ରୀନିବାସରେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣକ ଢେଙ୍କାନାଳ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଛାତ୍ରୀଙ୍କ ମୃତ୍ୟୁ ଖବର ପାଇଁ ପରିବାର ଲୋକ ସ୍କୁଲରେ ପହଞ୍ଚିଥିଲେ। ସ୍କୁଲ କର୍ତ୍ତୃପକ୍ଷଙ୍କ ନାମରେ ଛାତ୍ରୀଙ୍କ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଛାତ୍ରୀ ଙ୍କ ବାପା ପୋଲିସ ରେ କାର୍ଯ୍ୟରତ ବୋଲି ଜଣାପଡିଛି । ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାର ତଦନ୍ତ କରୁଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ