ଦିଲ୍ଲୀ ବିସ୍ପୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ପୋରଣ ଘଟଣାରେ ସାମ୍ନାକୁ ଆସିଲା ବଡ଼ ତଥ୍ୟ । ଆତଙ୍କ ପାଇଁ ଜାନୁଆରୀ ମାସରୁ ଯୋଜନା ପ୍ରସ୍ତୁତ କରିଥିଲା ଆକ୍ରମଣକାରୀ । ଘଟଣାର ତଦନ୍ତ କରୁଥିବା ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ଯୋଜନାବଦ୍ଧ ଆକ୍ରମଣ ପାଇଁ ଜାନୁଆଣୀ ୨୬ରେ ବିଦ୍ଧିବଦ୍ଧ ଭାବେ ଯୋଜନା ହୋଇଥିଲା । ଅଧିକାରୀଙ୍କ ସୂଚନା ମୁତାବକ ଗିରଫ ହୋଇଥିବା ଡାକ୍ତର ମାନଙ୍କ ମଧ୍ୟରୁ ଜଣେ ଜାନୁଆରୀ ୨୬ରେ ଲାଲକିଲ୍ଲା ଅଞ୍ଚଳ ଗସ୍ତ କରିଥିଲେ । ଏହୀ ଗସ୍ତ ଆକ୍ରମଣ ଯୋଜନାର ଏକ ଅଂଶ ଥିଲା । ଗସ୍ତ ସମୟରେ ସେମାନେ ଆକ୍ରମଣ ପାଇଁ ବିସ୍ତୃତ ଯାଞ୍ଚ କରିଥିଲେ । ଜାନୁଆଣୀ ୨୬ରେ ଗସ୍ତବେଳେ ଲାଲ୍ଲକିଳା ଅଞ୍ଚଳରେ ରେକି କରିଥିଲେ ଆକ୍ରମଣକାରୀ । ଅନ୍ୟପଟେ ବିସ୍ପୋରଣ ଘଟଣାରେ ଏପର୍ୟ୍ୟ ଦିଲ୍ଲୀର ଆନ୍ତଃରାଜ୍ୟ ସୀମା, ଗାଜିପୁର, ସିଙ୍ଘୁ, ଟିକ୍ରି ଏବଂ ବଦରପୁରରେ ସୁରକ୍ଷା ଯାଞ୍ଚ କରାଯାଉଛି ଏବଂ ବରିଷ୍ଠ ଅଧିକାରୀମାନେ ବ୍ୟକ୍ତିଗତ ଭାବରେ ଯାଞ୍ଚ ଉପରେ ନଜର ରଖିଛନ୍ତି ।

  • Related Posts

    ବିଜୟଙ୍କ ଘୋଷଣା: ସମସ୍ତ ବିଧାୟକ ପାଇବେ ନୂଆ କାର୍

    ତାମିଲନାଡୁର ପ୍ରତ୍ୟେକ ବିଧାୟକଙ୍କୁ ମିଳିବ କାର୍। ସେଥିରେ ସେମାନେ ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ କରି ଲୋକଙ୍କ ସମସ୍ୟାର ସମାଧାନ କରିବାରେ ସହଯୋଗ କରିବେ। ମୁଖ୍ୟମନ୍ତ୍ରୀ ବିଜୟ ଏହି ଘୋଷଣା କରିଛନ୍ତି।ତାମିଲନାଡୁ ବିଧାନସଭାରେ କହିଛନ୍ତି ଯେ ଲୋକଙ୍କ ଆବଶ୍ୟକତାର ବୁଝାସୁଝା କରିବା…

    Continue reading
    ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ:କୋର୍ଟ

    ତିରୁଅନନ୍ତପୁରମ : ଜଣେ ବ୍ୟକ୍ତିଙ୍କ ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ । ସରକାରୀ ସଂସ୍ଥା କିମ୍ବା ଆଇନ ପାଳନକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତ ଖବର ଛାପିବା ଦ୍ୱାରା ଯଦି କୌଣସି ବ୍ୟକ୍ତିଙ୍କ ପ୍ରତିଷ୍ଠାକୁ କ୍ଷତି ପହଞ୍ଚିଥାଏ କିମ୍ବା ତାଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ