ଦିଲ୍ଲୀରେ ଭୁଶୁଡ଼ିଲା କୋଠା, ୨ ମୃତ

ଦିଲ୍ଲୀରେ ପୁଣି ଭୁଶୁଡ଼ିଲା ବିଲଡିଂ। ଦିଲ୍ଲୀର ଚାୱଡି ବଜାର ଅଞ୍ଚଳରେ ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଧ୍ୱଂସାବଶେଷ ତଳେ ବହୁ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି। ତିନି ମହଲା କୋଠାର ନିର୍ମାଣ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍ ଭୁଶୁଡ଼ି ପଡ଼ିଥିଲା। ଘଟଣା ଘଟିବା ମାତ୍ରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା।

କୋଠାର ଭଗ୍ନାବଶେଷ ତଳେ କେତେକ ଶ୍ରମିକ ତଥା ସ୍ଥାନୀୟ ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ଦିଲ୍ଲୀ ପୋଲିସ, ଅଗ୍ନିଶମ ବାହିନୀ ଓ ଏନଡିଆରଏଫ୍ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଜନଗହଳିପୂର୍ଣ୍ଣ ଓ ସଂକୀର୍ଣ୍ଣ ଗଳି ହୋଇଥିବାରୁ ଉଦ୍ଧାର କାର୍ଯ୍ୟରେ କିଛିଟା ବାଧା ଉପୁଜିଥିଲେ ମଧ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଭଗ୍ନାବଶେଷ ହଟାଇ ଲୋକଙ୍କୁ ସୁରକ୍ଷିତ ବାହାର କରିବା ପାଇଁ ପ୍ରୟାସ ଜାରି ରହିଛି।

  • Related Posts

    ଶିଳପୁଆରେ ଛେଚି ପତ୍ନୀ ସମେତ 7 ଜଣଙ୍କୁ ହତ୍ୟା

    ବେଙ୍ଗାଲୁରୁ: ନୃଶଂସ ସାଜିଲା କ୍ୟାବ ଡ୍ରାଇଭର । ଶିଳପୁଆ ପଥରରେ ଛେଚି ନିଜ ପତ୍ନୀ ସହ ପରିବାରର ମୋଟ 7 ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି । ଏହି ଘଟଣା ଦୁଇ ଦିନ ପୂର୍ବେ ଘଟିଥିବା ବେଳେ ଅଭିଯୁକ୍ତ…

    Continue reading
    ରାସ୍ତାରେ ଛିଡା ହୋଇଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ, ୭ ମୃତ

    ରାଞ୍ଚି: ଏମିତି ବି ଆସେ ମୃତ୍ୟୁ….ସ୍କୁଟିରୁ ପଡିଯାଇଥିବା ଲୋକଙ୍କୁ ଉଦ୍ଧାର କରିବାକୁ ପହଞ୍ଚିଥିଲେ ଲୋକେ । ସେମାନଙ୍କ ଉପରେ ମାଡିଗଲା 18 ଚକିଆ ଟ୍ରକ । ଫଳରେ 3 ଶିଶୁ ଓ 4 ମହିଳାଙ୍କ ମୃତ୍ୟୁ ଘଟିଛି । ଗତକାଲି(ଗୁରୁବାର) ରାତିରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି