ଦୀଘାରୁ ହଟୁ ‘ଧାମ’ : ଗଜପତି ମହାରାଜା

ପୁରୀ : ଦୀଘା ଜଗନ୍ନାଥ ମନ୍ଦିର ଓ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ସୋମବାର ଗଜପତି ମହାରାଜା ଦିବ୍ୟ ସିଂହ ଦେବ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି। ପ୍ରଥମ ଥର ପାଇଁ ଦୀଘା ପ୍ରସଙ୍ଗରେ ମୁହଁ ଖୋଳିଛନ୍ତି ଗଜପତି।
ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ । ଦୀଘାରୁ ହଟୁ ‘ଧାମ’ ବୋଲି ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜାଙ୍କ ପକ୍ଷରୁ ସୂଚନା ମିଳିଛି। କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ଅନେକ ଜଗନ୍ନାଥ ମନ୍ଦିର ରହିଛି, କୌଣସି ସ୍ଥାନରେ ଏପରି ନାମକରଣ କରାଯାଇନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସାରିଛନ୍ତି। ଏହି ମନ୍ଦିର ପଶ୍ଚିମବଙ୍ଗ ସରକାର ନିର୍ମାଣ କରିଛନ୍ତି ତେଣୁ କେମିତି ଦୀଘାରୁ ଜଗନ୍ନାଥ ଧାମ ନାମ ହଟିବ ତାହା ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ । ପଶ୍ଚିମବଙ୍ଗ ସରକାର ଟ୍ରଷ୍ଟ୍‌ ଗଠନ କରିଛନ୍ତି। କୌଣସି ଘରୋଇ ସଂସ୍ଥା ଏହି କାର୍ୟ୍ୟ କରିନାହାଁନ୍ତି ବୋଲି ଗଜପତି ମହାରାଜା କହିଛନ୍ତି ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ