ଦେଶବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ । ନୂତନ ବର୍ଷ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ଏକତା ଆଣିଦେଉ ବୋଲି ସୋଶାଲ ମିଡିଆ ଜରିଆରେ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆ ବର୍ଷ ଅବସରରେ ଦେଶବାସୀଙ୍କୁ ଉଜ୍ଜ୍ୱ ଳ ଓ ସମୃଦ୍ଧିଶୀଳ ଦେଶ ନିର୍ମାଣ ସଂକଳ୍ପକୁ ପୁର୍ନଜୀବିତ କରିବାକୁ ଆହ୍ୱାନ ଦେଇଛନ୍ତି ରାଷ୍ଟ୍ରପତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ନୂତନ ବର୍ଷ ଜୀବନରେ ସୁଯୋଗ, ସଫଳତା ସହ ଅସୁମାରୀ ସୁଖ ଆଣିଦେଉ ବୋଲି ଶୁଭେଚ୍ଛା ଜଣାଇଛନ୍ତି । ଦେଶବାସୀଙ୍କ ସମୃଦ୍ଧି ସହ ଉତ୍ତମ ସ୍ୱାସ୍ଥ୍ୟର କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

  • Related Posts

    ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ, ୧୨ ମୃତ

    ନୂଆଦିଲ୍ଲୀ: କୋଲକାତା ଦୁର୍ଗାପୂଜା ମଣ୍ଡପ ଦଳାଚକଟା ଭିତରେ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ୨୯ ଜଣ ଆହତ…

    Continue reading
    ମଣ୍ଡପରେ ଦଳାଚକଟା ଟ୍ରାଜେଡି; ୭ ଗିରଫ

    କୋଲକାତା; ପଶ୍ଚିମବଙ୍ଗ ରାଜଧାନୀ ଉତ୍ତର କୋଲକାତାରେ ଦୁର୍ଗପୂଜା ମହୋତ୍ସବରେ ହୃଦୟବିଦାରକ ଅଘଟଣ ଘଟିଛି । ଚୋରବାଗାନର ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ୩୦ ଜଣ ଆହତ ହୋଇଛନ୍ତି । କୋଲକାତା ପୁଲିସ ହତ୍ୟା ମାମଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି