ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଆଠଗଡ: ଆଜି କାର୍ତ୍ତିକ ମାସର ଶେଷ ସୋମବାର। ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର।ଏଥିପାଇଁ କଟକ ଆଠଗଡସ୍ଥିତ ବାବା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆଜି ଠାରୁ ଧବଳେଶ୍ଵରଙ୍କ ନିକଟରେ ପୂର୍ବ ପରମ୍ପରା ଅନୁସାରେ ପ୍ରଥମ ପଞ୍ଚୁକର ରୀତିନୀତି ଆରମ୍ଭ ହୋଇଛି। ରାତି ୩ଟା ରୁ ପହଡ ଖୋଲାଯାଇ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ଵର। ବହୁ ସଂଖ୍ୟକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ସହଜ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା ।

  • Related Posts

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ,…

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

    କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣୀ ଗ୍ରାମ ନିକଟବର୍ତ୍ତୀ ରେଙ୍ଗାଲି କେନାଲ ରାସ୍ତାରେ ଯାତ୍ରୀବାହୀ ବସ ଓଲଟି କୋଡିଏ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପରଜଙ୍ଗ ଥାନା କୁମୁସୀ ଗ୍ରାମରୁ ଜଗନ୍ନାଥ ନାମକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ସିପିଆର୍‌ ଦେଇ ଯୁବକଙ୍କ ଜୀବନ ରକ୍ଷା ଟ୍ରାଫିକ୍‌ ପୁଲିସ

    ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

    ଘର ଦେବା ନାଁରେ ୨.୧୫ କୋଟି ଲୁଟ୍, ଠକ ଦମ୍ପତି ଗିରଫ

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର