ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଆଠଗଡ: ଆଜି କାର୍ତ୍ତିକ ମାସର ଶେଷ ସୋମବାର। ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର।ଏଥିପାଇଁ କଟକ ଆଠଗଡସ୍ଥିତ ବାବା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆଜି ଠାରୁ ଧବଳେଶ୍ଵରଙ୍କ ନିକଟରେ ପୂର୍ବ ପରମ୍ପରା ଅନୁସାରେ ପ୍ରଥମ ପଞ୍ଚୁକର ରୀତିନୀତି ଆରମ୍ଭ ହୋଇଛି। ରାତି ୩ଟା ରୁ ପହଡ ଖୋଲାଯାଇ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ଵର। ବହୁ ସଂଖ୍ୟକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ସହଜ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ