ନନ୍ଦନକାନନ: ମା’ ହେଲା ବାଘୁଣୀ ଅଙ୍କିତା

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିର ଖବର । ତୃତୀୟ ଥର ପାଇଁ ମା ହେଲା ବାଘୁଣୀ ଅଙ୍କିତା। ଗୋଟିଏ ବାଘ ଶାବକକୁ ଜନ୍ମ ଦେଇଛି । ଫଳରେ ଜାତୀୟ ଉଦ୍ୟାନରେ ବାଘ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି।

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ନୂଆ ଅତିଥି । ଗୋଟିଏ ଶାବକକୁ ଜନ୍ମ ଦେଇଛି ବାଘୁଣୀ ଅଙ୍କିତା । ତୃତୀୟ ଥର ମା ହେଲା ଅଙ୍କିତା । କିଛି ମାସ ତଳେ ନନ୍ଦନକାନନରେ ମହାବଳ ବାଘ ସେଫ ସହିତ କରାଯାଇଥିଲା ମିଳନ। ସେହିପରି ଆଗକୁ ମଧ୍ୟ ଶାବକ ଜନ୍ମ ଦେବାର ସମ୍ଭାବନା ରହିଛି । ତେଣୁ ସିସିଟିଭି ଜରିଆରେ ନିରୀକ୍ଷଣ କରାଯାଉଛି। ତେବେ ଏହି ଶାବକ ଜନ୍ମ ହେବା ପରେ ପ୍ରାଣୀ ଉଦ୍ୟାନର ବାଘ ସଂଖ୍ୟା ୨୮କୁ ବୃଦ୍ଧିପାଇଛି । ଏନେଇ ନନ୍ଦନକାନନର ଉପ ନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ