ନବ ଦାସ ହତ୍ୟା ମାମଲା:ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର: ଗତ କିଛି ଦିନ ହେଲା ବିଭିନ୍ନ ଗଣମାଧ୍ୟମରେ ଏବେ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ନେଇ ଜୋରଜାର ଚର୍ଚ୍ଚା ହେଉଛି । ତେବେ ଏହାରି ଭିତରେ ଏହି ମାମଲାକୁ ନେଇ ଏକ ବଡ଼ ଅପଡେଟ ସାମନାକୁ ଆସିଛି । ତାହା ହେଲା ନବ ଦାସ ହତ୍ୟା ମାମଲାର ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି । ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବରକୁ ନେଇ ରିପୋର୍ଟ ତଲବ କରାଯାଇଥିବା ଜଣାଯାଇଛି । କାହିଁକି ଏସବୁ ଚର୍ଚ୍ଚା ହେଉଛି, ଏହା ପଛର ସତ୍ୟାସତ୍ୟ କ’ଣ ସେନେଇ ବିସ୍ତ୍ୃତ ରିପୋର୍ଟ ମଗାଯାଇଛି । ରିପୋର୍ଟ ମଗାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

  • Related Posts

    ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ

    ହରଭଙ୍ଗା : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବଡବନ୍ଧଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା…

    Continue reading
    ଓଲଟିଲା ଟ୍ରାଭେଲର : ଜଣେ ମୃତ

    ସିମୁଳିଆ : ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ମାଟିଆପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୪ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱର ଡୁଡୁମ୍ବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ