ନବୀନଙ୍କ ପଛରେ ବଦମାସ୍‌

ଭୁବନେଶ୍ୱର : ‘ଆପଣମାନଙ୍କୁ କାମ କରିବାକୁ ପଡିବ । ବହୁତ ପରିଶ୍ରମ କରିବାକୁ ପଡିବ । ଆପଣମାନେ ଜାଣିଛନ୍ତି, ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଛି । ସେଥିପାଇଁ ଆମ ସମସ୍ତଙ୍କୁ ବହୁତ କାମ କରିବାକୁ ପଡିବ । ମୁଁ ଶୁଣିଛି ଶେରଗଡରେ କିଛି ଲୋକ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି । ସେମାନେ ବଦମାସୀ କରୁଛନ୍ତି । ମୋତେ ସବୁ ଜଣା । ଠିକ୍‌ ସମୟରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବି ।’
ଯାହାକୁ ନେଇ ଗଞ୍ଜାମ ବିଜେଡ଼ିରେ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ନବୀନଙ୍କ ହିଞ୍ଜିଳିରେ କିଏ ବଦମାସୀ କରୁଛନ୍ତି ତାହାକୁ ନେଇ ହଟଚମଟ ସୃଷ୍ଟିହୋଇଛି । ୨୦୨୪ରେ ନବୀନ ପଟ୍ଟନାୟକ ହିଞ୍ଜିଳିରୁ ମାତ୍ର ୪ ହଜାର ଭୋଟ୍‌ରେ ଜିତିଥିଲେ । ଏମିତିବି ଗଞ୍ଜାମରେ ବିଜେଡ଼ିର ଦୁର୍ଗ ବି ଭୁଷୁଡ଼ି ପଡ଼ିଥିଲା । ବିଜେପି ବିପୁଳ ବିଜୟ ହାସଲ କରିଥିଲା । ନବୀନଙ୍କ ଏଭଳି ଆଭିମୁଖ୍ୟରୁ ସ୍ପଷ୍ଟଯେ, ତାଙ୍କ ପଛରେ କିଏ ପଡ଼ିଯାଇଛନ୍ତି । ତେବେ କାହା ସାହାସରେ ବଦମାସମାନେ ଏମିତି କରୁଛନ୍ତି ତାହାକୁ ନେଇ ଚର୍ଚ୍ଚା ହେବା ସ୍ୱାଭାବିକ ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ