ନାଗ ସାପକୁ ଚୋବାଇ ଖାଇଲେ ମଦ୍ୟପ

ବଲାଙ୍ଗୀର: ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ଅଜବ କାଣ୍ଡ କରିଛନ୍ତି। ମଦ୍ୟପଜଣଙ୍କ ଜୀଅନ୍ତା ନାଗ ସାପକୁ ଖାଇ ଗୁରୁତର ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। ଡାକ୍ତରମାନେ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି। ଘଟଣାକୁ ନେଇ ତଦନ୍ତ ଜାରି ରହିଛି। ତେବେ ନାଗ ସାପଟି ଜୀବନ୍ତ ଅବସ୍ଥାରେ ଥିବା କାରଣରୁ ବିଷର ପ୍ରଭାବ ପଡ଼ିଥିବା ସମ୍ଭାବନା ଅଛି। ଏଣୁ ଡାକ୍ତରମାନେ ବିଶେଷ ସାବଧାନତା ସହିତ ଚିକତ୍ସା କରୁଥିବା ଜଣାପଡିଛି।

  • Garvita Odia

    Related Posts

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଭୁବନେଶ୍ୱର: ସବୁଜିମାକୁ ବୃଦ୍ଧି କରିବା ସହ ପରିବେଶ ସନ୍ତୁଳନ ସଚେତନତା ବାର୍ତା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଗତ ଜୁଲାଇ ୧୬ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲା ଛତାବର ସ୍ଥିତ ବିଶ୍ୱବିଦ୍ୟାଳୟର…

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଭୁବନେଶ୍ୱର: ଏଫ୍‌ଏମ୍‌ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢ଼ାଳି ପୋଡ଼ିହେବାର ସପ୍ତାହେ ପରେ ପୁଣି ଘଟିଲା ବଳଙ୍ଗା ନାବାଳିକା ପୋଡ଼ି ମାମଲା ଯାହାକୁ ନେଇ ଖୋଲାରେ ପେଟ୍ରୋଲ୍‌ ବିକ୍ରିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ…

    Leave a Reply

    Your email address will not be published. Required fields are marked *

    You Missed

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ଦାଦା, ଖୁଡି, ଭଉଣୀକୁ  ହାଣିଲା ପୁତୁରା, ୨ ମୃତ

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ