ନିଆଁ ଲାଗି ମହିଳା ମୃତ

ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । କିଛି ମାସ ପୂର୍ବରୁ ରୀନାଙ୍କ ପୁଅଙ୍କର ମୃତ୍ୟୁ ହୋଇଥିଲା । ପୁଅର ମୃତ୍ୟୁ ପରେ ରୀନାଙ୍କ ମାନସିକ ସ୍ଥିତି ସେତେଟା ଠିକ୍‌ ନଥିଲା । ଏହିକ୍ରମରେ ରବିବାର ଦିନ ସକାଳେ ପୂଜା କରୁଥିଲେ । ଦୀପ ଜାଳୁଥିବା ସମୟରେ ହଠାତ୍‌ ତାଙ୍କ ଲୁଗାରେ ନିଆଁ ଲାଗିଯାଇଥିଲା । ଯାହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।

  • Related Posts

    ରାଜ୍ୟର ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି – ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର / କୋରାପୁଟ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ଗଞ୍ଜାମ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ: ଧର୍ମେନ୍ଦ୍ର

    ଗଞ୍ଜାମ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ: ଧର୍ମେନ୍ଦ୍ର

    ରେଳବାଇର ପାର୍ବଣ ଅଫର : ଏକାସଙ୍ଗେ ଯା’ଆସ ଟିକଟ ବୁକିଂରେ ୨୦% ରିଆତି

    ରେଳବାଇର ପାର୍ବଣ ଅଫର : ଏକାସଙ୍ଗେ ଯା’ଆସ ଟିକଟ ବୁକିଂରେ ୨୦% ରିଆତି

    ରାଜ୍ୟର ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି – ମୁଖ୍ୟମନ୍ତ୍ରୀ

    ରାଜ୍ୟର ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି – ମୁଖ୍ୟମନ୍ତ୍ରୀ

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ