ନିର୍ବାଚନ ଲଢ଼ିବେନି ନିରଞ୍ଜନ

ଭୁବନେଶ୍ବର : କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଆଉ ନିର୍ବାଚନରେ ଲଢ଼ିବେନି ବୋଲି ଘୋଷଣା କରିଛନ୍ତି। ରାଜନୀତିରେ ରହିବେ କିନ୍ତୁ ଆଉ ନିର୍ବାଚନରେ ପ୍ରାର୍ଥୀ ହେବେନି। ବୟସାଧିକ କାରଣ ଯୋଗୁଁ ସେ ନିର୍ବାଚନରେ ପ୍ରାର୍ଥୀ ହେବେନି ବୋଲି କହିଛନ୍ତି। ଦଳ ଏ ସମ୍ପର୍କରେ ତାଙ୍କୁ ପଚାରିଲେ, ସେ ନିଜର କଥା ପ୍ରକାଶ କରିବେ ବୋଲି ଶ୍ରୀ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି। ତେବେ ରାଜନୀତିରେ ରହିଲେ ମଧ୍ୟ ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି।

  • Related Posts

    ଦିଲ୍ଲୀରୁ ଫେରିଲେ ମନମୋହନ, ବିମାନବନ୍ଦରରେ ବିପୁଳ ସ୍ବାଗତ

    ଭୁବନେଶ୍ୱର : ରାଜ୍ୟସଭା ସାଂସଦ ଭାବରେ ଶପଥ ଗ୍ରହଣ ପରେ ଓଡ଼ିଶା ଫେରିଛନ୍ତି ମନମୋହନ ସାମଲ। ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିବାକୁ ଶହ ଶହ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ଏକାଠି ହୋଇଛନ୍ତି। ପାରମ୍ପରିକ ଢୋଲ, ବାଜା ବଜାଇ…

    Continue reading
    ବିଜେଡିରୁ ନିଲମ୍ବିତ ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ

    ଭୁବନେଶ୍ବର : ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ। ସେହିପରି ମୁକ୍ତିକାନ୍ତଙ୍କ ପତ୍ନୀ ତଥା ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କ ବିରୋଧରେ ଦଳର ସୁପ୍ରିମୋ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ