ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ।
ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ। ସଠିକ୍‌ ଭୋଟର ତାଲିକା ସୁନିଶ୍ଚିତ କରିବା କେବଳ ପ୍ରଶାସନିକ ଆବଶ୍ୟକତା ନୁହେଁ ‘ବରଂ ଏହା ଗଣତନ୍ତ୍ରରେ ଜନତାଙ୍କ ବିଶ୍ୱାସ ସୁଦୃଢ଼ କରିବାକୁ ଅତ୍ୟାବଶ୍ୟକ। ଯୋଗ୍ୟ ଭୋଟରମାନେ ଯେପରି ବାଦ୍‌ ନ ପଡ଼ିବେ ‘SIR’ ସୁନିଶ୍ଚିତ କରେ। ଗଣତନ୍ତ୍ରରେ ଜନତାଙ୍କ ବିଶ୍ୱାସକୁ ସୁଦୃଢ଼ କରିବା ପାଇଁ ‘SIR’ ଅତ୍ୟାବଶ୍ୟକ।’SIR’ ଆବଶ୍ୟକୀୟ ଓ ଗଠନମୂଳକ ଅଭ୍ୟାସ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ