ନିଶା ମୁକ୍ତ ଭାରତ ଅଭିଯାନ ପାଇଁ ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼:ଜିଲ୍ଲାପ୍ରଶାସନ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଜୀବନଜ୍ୟୋତି ସମନ୍ବିତ ନିଶା ନିବାରଣ ଓ ଥଇଥାନ କେନ୍ଦ୍ର ମିଳିତ ସହଯୋଗରେ ବାରକୋଟ ବ୍ଲକର କଣ୍ଢଳ ପଂଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି
ନିଶା ମୁକ୍ତ ଭାରତ ଅଭିଯାନ ସଂପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ଜିଲ୍ଲା ଅବକାରୀ ବିଭାଗର ଅଧିକ୍ଷକ ବାସନ୍ତୀପ୍ରଭା ନାଏକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ, ସରପଞ୍ଚ ସବିତା ବ‌େହେରା,ଡା.ବଂଶୀଧର ପାତ୍ର,ଭାରପ୍ରାପ୍ତ ସହକାରୀ ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅମରେଶ ଶତପଥି,ପିଇଓ ରୁକ୍କଣ ନାୟକ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁଜନ ସାହୁ ଅତିଥି ପରିଚୟ ଓ ସ୍ବାଗତ ଭା‌ଷଣ ପ୍ରଦାନ କରିଥିଲେ। ଜୀବନଜ୍ୟୋତି ସମନ୍ୱିତ ନିଶାନିବାରଣ ଓ ଥଇଥାନ କେନ୍ଦ୍ରର ପ୍ରକଳ୍ପସଂଯୋଜକ ଅରୁନ୍ଧତୀଜେନା ଧନ୍ୟବାଦ ଦେଇଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ