ନୀଳଗିରିରେ ମୁଖ୍ୟମନ୍ତ୍ରୀ, ଏକତା ପଦଯାତ୍ରାର କରିବେ ଶୁଭାରମ୍ଭ

ନୀଳଗିରି: ନୀଳଗିରିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରାର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ନୀଳଗିରିରେ ପହଞ୍ଚିବା ପରେ କ୍ରୀଡ଼ାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ଅନ୍ୟ ବରିଷ୍ଠ କର୍ମୀ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି।
​​​​ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ ହସ୍ପିଟାଲ ଛକରେ ସ୍ଥାପିତ ବଲ୍ଲଭଭାଇ ପଟେଲଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ପରେ ଥାନା ପଡ଼ିଆସ୍ଥ ସଭାରେ ଯୋଗଦେଇ ଅଞ୍ଚଳବାସୀଙ୍କୁ ସମ୍ବୋଧିତ କରିବେ ଏବଂ ମିତ୍ରପୁର ପର୍ୟ୍ୟନ୍ତ ୧୦ କିମି ପର୍ୟ୍ୟନ୍ତ ପଦଯାତ୍ରାରେ ସାମିଲ ହେବେ । ଏଥିପାଇଁ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏସପି, ଜିଲ୍ଲାପାଳ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ତଦାରଖ କରିଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ